ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

0

ଭୁବନେଶ୍ବର :  ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ। ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୧୦ରୁ ୧୨ ପ୍ରସ୍ତାବ ଉପରେ ମୋହର ବାଜିପାରେ।

ଏହି ବୈଠକରେ ଏକାଧିକ ବିଭାଗର ବହୁ ଗୁରୁତ୍ବପୁର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଏଥି ସହିତ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଏହି ବୈଠକରେ  ଆଲୋଚନା ହେବ ବୋଲି ଜଣାପଡିଛି।

Leave A Reply

Your email address will not be published.