କଟକରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ

0

କଟକ ସଦର ଥାନା ଅଞ୍ଚଳରେ ଦୁର୍ଘଟଣା ଘଟି ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । ଦୁହେଁ କଟକରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲେ । ସଦର ଥାନା ପାଖାପାଖି ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ଦୁହିଁଙ୍କର ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ପରିଚୟ ମିଳିପାରିନଥିଲାବେଳେ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.