ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି; ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

0

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ବର୍ଷକରେ ପ୍ରାୟ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ଜଣାପଡିଛି ।

ଯାଞ୍ଚ ସମୟରେ ୩୭୦ ପେଟ୍ରୋଲ ପମ୍ପ ଠକିଥିବା ବେଳେ ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ, ୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି।

Leave A Reply

Your email address will not be published.