ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍

0

ପୁରୀ (ଆମ ଟିଭି): ପୁରୀରେ ଜାରି ରହିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଏହି ଅବସରରେ ପୁରୀ ଗସ୍ତରେ ଅଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ । ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୫ଟି ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଛନ୍ତି ପାଣ୍ଡିଆନ।

ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା ଜଣାପଡିଛି । ଗସ୍ତ ଅବସରରେ ୫ଟି ସଚିବଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

 

Leave A Reply

Your email address will not be published.