ଆପର ୭ ଏମପି ନିଖୋଜ

0

ଲୋକ ସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦମୀ ପାର୍ଟିକୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ପାର୍ଟିକୁ ସବୁଠାରୁ ଅଡ଼ୁଆରେ ପକାଇଛି ଦଳ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏହି ସମୟରେ ଦିଲ୍ଲୀ କ୍ୟାବିନେଟରେ ମନ୍ତ୍ରୀ ଥିବା ରାଜ କୁମାର ଆନନ୍ଦ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ଯାହା ଦଳକୁ ଶକ୍ତ ଝଟ୍‌କା ଦେଇଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି ରବିବାର ଏଏପିର ଦେଶବ୍ୟାପୀ ଅନଶନ ଆନ୍ଦୋଳନ ଚାଲିଥିବାବେଳେ ଏଏପିର ପ୍ରମୁଖ ୭ ଏମପି ନିଖୋଜ ଅଛନ୍ତି।

Leave A Reply

Your email address will not be published.