ପ୍ରବଳ ତାତିରେ ସନ୍ତୁଳି ହେଉଛି ଓଡ଼ିଶା: ୪୦ ପାର୍ ୨ ସହର

0

ଭୁବନେଶ୍ୱର (ଆମ ଟିଭି): ସମ୍ଭାବ୍ୟ ବାତ୍ୟାକୁ ନେଇ ଏବେ ସବୁଠି ଆଲର୍ଟ । ଏପଟେ ରାଜ୍ୟରେ ଅସହ୍ୟ ଗୁଳୁଗୁଳି । ପ୍ରବଳ ତାତିରେ ସନ୍ତୁଳି ହେଉଛି ଓଡ଼ିଶା । ଆଜି ଦିନ ୧୧.୩୦ ସୁଦ୍ଧା ୨ ସହରର ତାପମାତ୍ରା ୪୦ ପାର୍।

ସମ୍ବଲପୁରରେ ସର୍ବାଧିକ ୪୦.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ, ଝାରସୁଗୁଡାରେ ୪୦, ହୀରାକୁଦରେ ୩୯, କେନ୍ଦୁଝରରେ ୩୬.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬, ଭୁବନେଶ୍ୱରରେ ୩୫.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ବାଲେଶ୍ୱରରେ ୩୪.୪,ଗୋପାଳପୁରରେ ୩୩.୪ ଡ଼ିଗ୍ରୀ, ପୁରୀରେ ୩୩, ପାରାଦୀପରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Leave A Reply

Your email address will not be published.