ଜୁନ୍ ୪ ସୁଦ୍ଧା କେରଳ ଛୁଇଁବ ମୌସୁମୀ

0

ନୂଆଦିଲ୍ଲୀ (ଆମ ଟିଭି): ମୌସୁମୀ କେରଳ ଛୁଇଁବା ନେଇ ଯେଉଁ କଳ୍ପନା ଜଳ୍ପନା ଲାଗି ରହିଥିଲା ିାର ଅନ୍ତ ଘଟିଛି । ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ । ତେବେ ଆସନ୍ତା ୪ ଜୁନ ସୁଦ୍ଧା ମୌସୁମୀ କେରଳ ଛୁଇଁବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଜୁନ୍ ପହିଲା ସୁଦ୍ଧା ମୌସୁମୀ ପହଞ୍ଚିବାର ସମ୍ଭାବନା ନାହିଁ ।

ତେବେ ଜୁନରେ ନିଅଣ୍ଟିଆ ବର୍ଷା ସମ୍ଭାବନା ରହିଛି । ଆଇଏମଡି ସୂଚନା ଅନୁସାରେ ଆସନ୍ତା ୩ ସପ୍ତାହ ଯାଏ ଆରବ ସାଗରରେ କୌଣସି ସାଇକ୍ଲୋନ ହେବାର ସମ୍ଭାବନା ନାହିଁ ।

Leave A Reply

Your email address will not be published.