ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ୍

0

ଭୁବନେଶ୍ୱର (ଆମ ଟିଭି): ଅର୍ଚ୍ଚନାଙ୍କୁ ଆଶ୍ୱସ୍ତି । ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ୍ । ହାଇକୋର୍ଟରୁ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି । ଦୁଇଟି ମାମଲାରେ ତାଙ୍କୁ ଜାମିନ ମିଳିଛି । ଖଣ୍ଡଗିରି ଓ ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଛି ।

ତଦନ୍ତରେ ସହଯୋଗ କରିବାକୁ ସର୍ତ୍ତ ରଖାଯାଇଛି । ମାମଲାକୁ ନେଇ ବାହାରେ ସେ କିଛି ପ୍ରତିକ୍ରିୟା ରଖିପାରିବେନି ।

Leave A Reply

Your email address will not be published.