ଆସିଲା ରମାଦେବୀ ଛାତ୍ରୀ ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

0

ଭୁବନେଶ୍ୱର (ଆମ ଟିଭି): ଭୁବନେଶ୍ୱରରେ ରମାଦେବୀ ଛାତ୍ରୀ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁକୁ ନେଇ ସସପେନ୍ସ ବଢିବାରେୀର ଲାଗିଛି । ତେବେ ମଙ୍ଗଳବାର ଶୁଭଲକ୍ଷ୍ମୀଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋଟ ଆସିଛି। ଶ୍ୱାସରୁଦ୍ଧ ହୋଇ ଶୁଭଲକ୍ଷ୍ମୀଙ୍କ ଜୀବନ ଯାଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତେବେ ମୃତ୍ୟୁର କାରଣ ଜାଣିବା ପାଇଁ ଭିସେରା ଫୋରେନସିକ ଲ୍ୟାବକୁ ପଠାଯାଇଛି।

ଘଟଣା ଦିନ ଶୁଭଲକ୍ଷ୍ମୀ ନିଶା ସେବନ କରିଥିଲେ କି ନାହିଁ ବିଷକ୍ରିୟା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜାଣିବାକୁ ଫୋରେନସିକ ଲ୍ୟାବକୁ ଭିସେରା ପଠାଯାଇଛି। ତେବେ ଭିସେରା ରିପୋର୍ଟ ଆସିଲେ ଶୁଭଲକ୍ଷ୍ମୀଙ୍କର ମୃତ୍ୟୁ କିପରି ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି।

 

Leave A Reply

Your email address will not be published.