ଆଇନରେ ପରିଣତ ହେଲା ଦିଲ୍ଲୀ ବିଲ୍: ମିଳିଲା ରାଷ୍ଟ୍ରପତିଙ୍କ ସ୍ୱାକ୍ଷର

0

ନୂଆଦିଲ୍ଲୀ(ଆମ ଟିଭି): ବହୁ ବାଦ ବିବାଦ ଓ ହଟ୍ଟଗୋଳ ପରେ ଆଜି ଆଇନରେ ପରିଣତ ହେଲା ଦିଲ୍ଲୀ ବିଲ୍ । ଏହି ବିଲକୁ ମିଳିଛି ରାଷ୍ଟ୍ରପତିଙ୍କ ମଞ୍ଜୁରୀ ।

ଭାରତ ସରକାର ଏନେଇ ଅଧିସୂଚନା ଜାରି କରିଛନ୍ତି । ଦିଲ୍ଲୀ ସେବା ବିଲକୁ ରାଷ୍ଟ୍ରପତି ମଂଜୁୁରୀ ଦେବା ପରେ ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର ଦିଲ୍ଲୀ ସରକାର ଅଧିନିୟମ ୨୦୨୩କୁ ଲାଗୁ କରିବାକୁ ନୋଟିଫିକେସନ୍ ଜାରି କରିଥିବା ସୂଚନା ରହିଛି ।

Leave A Reply

Your email address will not be published.