ସମ୍ବଲପୁର(ଆମ ଟିଭି): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟେମ୍ବର ୨୦ରେ ଲଗ୍ନ ଧାର୍ୟ୍ୟ ହୋଇଛି । ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ନୂଆଁଖାଇ ଲଗ୍ନ । ମା ସମଲେଶ୍ୱରୀଙ୍କ ପାଖରେ ଲାଗି ହେବ ନବାନ୍ନ ।
ନୂଆଁ ଖାଇବେ ପଶ୍ଚିମ ଓଡିଶାବାସୀ । ବ୍ରହ୍ମ ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧାରଣ । ନୂଆଁଖାଇ ପାଇଁ ସମ୍ପୂର୍ଣ୍ଣ ପଶ୍ଚିମ ଓଡ଼ିଶାରେ ଉତ୍ସବ ମୁଖର ପରିବେଶ ସୃଷ୍ଟି ହୋଇଛି ।