ଗାଜା ଡାକ୍ତରଖାନା ଉପରେ ଆକ୍ରମଣ: ଦୁଃଖ ପ୍ରକାଶ କଲେ ମୋଦୀ

0

ନୂଆଦିଲ୍ଲୀ: ଗାଜାର ଅଲ ଅହଲି ହସ୍ପିଟାଲ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ମଙ୍ଗଳବାର ଗାଜାର ଅଲ-ଅହଲି ହସ୍ପିଟାଲରେ ହୋଇଥିବା ଏୟାର ଷ୍ଟ୍ରାଇକରେ ପ୍ରାୟ ୫୦୦ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି ।

ସୋସିଆଲ ମିଡିଆ ଆକାଉଣ୍ଟକୁ ପ୍ରତିକ୍ରିୟା ଦେଇ “ଏହି ଯୁଦ୍ଧରେ ସାଧାରଣ ନାଗରିକଙ୍କ କ୍ଷତି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ । ଏହି ଆକ୍ରମଣ ପାଇଁ ଯେଉଁମାନେ ଦାୟୀ ସେମାନେ ଏଥିରୁ ରକ୍ଷା ପାଇବା ଉଚିତ ନୁହେଁ ।”

Leave A Reply

Your email address will not be published.