ପୁଣି ଆଉ ଜଣେ ଓଡିଶାଙ୍କୁ ମିଳିଲା ବଡ ଦାୟିତ୍ୱ

0

ସର୍ବଭାରତୀୟ ସ୍ତରର ଉଚ୍ଚ ପଦବୀରେ ଆଉ ଜଣେ ଓଡ଼ିଆ ନିଯୁକ୍ତି ପାଇଛନ୍ତି। ରିଜର୍ଭ ବ୍ୟାଙ୍କର ଏକଜିକ୍ୟୁଟିଭ ଡିରେକ୍ଟର ଭାବେ ନିଯୁକ୍ତି ପାଇଛନ୍ତି ମନୋରଂଜନ ମିଶ୍ର।

ମନୋରଂଜନ ନଭେମ୍ବର ୧ରୁ ଦାୟିତ୍ୱ ନେଇଛନ୍ତି। ଆଗରୁ ସେ ରିଜର୍ଭ ବ୍ୟାଙ୍କର ରେଗୁଲେସନ ବିଭାଗରେ ଚିଫ୍ ଜେନେରାଲ ମ୍ୟାନେଜର ଥିଲେ। ଆରବିଆଇରେ ସେ ପ୍ରାୟ ୩ ଦଶନ୍ଧି ଧରି କାମ କରି ଆସୁଛନ୍ତି। ବ୍ୟାଙ୍କ ଓ ଏନବିଏଫସିର ରେଗୁଲେସନ, ବ୍ୟାଙ୍କ ଓ ମୁଦ୍ରା ପରିଚାଳନା ନେଇ ତାଙ୍କର ବହୁ ଅଭିଜ୍ଞତା ରହିଛି।

Leave A Reply

Your email address will not be published.