ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ
ଭୁବନେଶ୍ବର: ନଭେମ୍ବର ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ସୂଚୀତ କରିଛନ୍ତି ବିଧାନସଭା ସଚିବ। ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଏହି ପଦ।