୨୦୨୪ ନିର୍ବାଚନ ଲଢିବେ ନାହିଁ ଭି.କେ ପାଣ୍ଡିଆନ

0

ଭୁବନେଶ୍ୱର (ଆମ ଟିଭି): ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା। ୨୦୨୪ ନିର୍ବାଚନ ଲଢିବେ ନାହିଁ ଭି.କେ ପାଣ୍ଡିଆନ । ଏନେଇ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସ୍ପଷ୍ଟ କରିଛନ୍ତି ପାଣ୍ଡିଆନ । କାର୍ଯ୍ୟକାରିଣୀ ବୈଠକରେ ହୋଇଥିବା ଏହି ନିଷ୍ପତ୍ତି ବାବଦରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ସମ୍ବିତ ରାଉତରାୟ ।

ବିଜେଡି ନେତା ରବୀନ୍ଦ୍ର ଜେନା କହିଛନ୍ତି, ଭି.କେ ପାଣ୍ଡିଆନ ନିର୍ବାଚନ ନ ଲଢିବା ନେଇ ସ୍ପଷ୍ଟ କରିଛନ୍ତି । ଏପରିକି ୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ଦଳ ପାଇଁ କାମ କରିବେ ବୋଲି ପାଣ୍ଡିଆନ ବୈଠକରେ କହିଛନ୍ତି ।

Leave A Reply

Your email address will not be published.