ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା

0

ନୂଆଦିଲ୍ଲୀ (ଆମ ଟିଭି ): ଆଜିଠୁ ରାଜସ୍ଥାନକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ କଳରାଜ ମିଶ୍ର ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭଜନଲାଲ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ ଶପଥଗ୍ରହଣ କରିଛନ୍ତି ।

Leave A Reply

Your email address will not be published.