ନିର୍ବାଚନ ଲଢିପାରିବେନି ଡୋନାଲ୍ଡ ଟ୍ରମ୍ପ: ଜାଣନ୍ତୁ କାହିଁକି?

0

ନୂଆଦିଲ୍ଲୀ (ଆମ ଟିଭି): ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା ।    ନିର୍ବାଚନ ଲଢିପାରିବେନି ଡୋନାଲ୍ଡ ଟ୍ରମ୍ପ । ଆମେରିକା ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତି । ଆମେରିକାର ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ଟ୍ରମ୍ପ ଲଢିପାରିବେନି ବୋଲି କହିଛନ୍ତି ସୁପ୍ରିମକୋର୍ଟ । ନିର୍ବାଚନ ଲଢିବା ପାଇଁ ଟ୍ରମ୍ପ ଅଯୋଗ୍ୟ ବୋଲି କହିଛନ୍ତି କହିଛନ୍ତି କୋର୍ଟ ।

୨୦୨୧ ଜାନୁଆରୀ ୬ ତାରିଖରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିଲା । ନିର୍ବାଚନରେ ଟ୍ରମ୍ପଙ୍କୁ ହରାଇ ଜୋ ବାଇଡେନ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ଏହା ପରେ ଟ୍ରମ୍ପଙ୍କ ସମର୍ଥନମାନେ ହ୍ୱାଇଟ ହାଉସ ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ । ଯେଉଁଥିପାଇଁ ପୁଲିସ ଏବଂ ଟ୍ରମ୍ପଙ୍କ ସମର୍ଥକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ।

Leave A Reply

Your email address will not be published.