ଆଜି ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ

0

ନୂଆଦିଲ୍ଲୀ: ମନେ ପଡନ୍ତି ଅଟଳ ।  ଆଜି ଭାରତ ରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ଦେଶ ପ୍ରତି ତାଙ୍କ ଅବଦାନକୁ ମନେ ପକାଉଛନ୍ତି ଦେଶବାସୀ ।

ସମାଧି ସ୍ଥଳ ‘ସଦୈବ ଅଟଳ’ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ମନ୍ତ୍ରୀ ଓ ନେତାବୃନ୍ଦ ।

Leave A Reply

Your email address will not be published.