ନୂଆଦିଲ୍ଲୀ (ଆମ ଟିଭି): ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ପୁଣି ବଢିବାରେ ଲାଗିଛି । ଦେଶରେ ପୁଣି ଉପରମୁହାଁ କରୋନା ମିଟର । ଗତ ୨୪ଘଣ୍ଟାରେ ଦେଶରେ ୬୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଏହାସହ ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ହଜାର ୪ଶହ ୪୦ରେ ପହଂଚିଛି ।