ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ଲାଲକୃଷ୍ଣ ଆଡଭାନୀ

0

ନୂଆଦିଲ୍ଲୀ: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ନେଇ ସବୁଠି ଉତ୍ସାହ । ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ।

ଗତକାଲି ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତିକ କାର୍ୟ୍ୟକାରୀ ସଭାପତି ଆଲୋକ କୁମାର ଆଡଭାନୀଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଥିବା ବେଳେ ଏଥିନିମନ୍ତେ ସେ ସମ୍ମତି ଜଣାଇଛନ୍ତି।

Leave A Reply

Your email address will not be published.