୨୦୨୩ ପାଇଁ ଘୋଷଣା ହେଲା ରାଜ୍ୟପାଳ ପୋଲିସ ପଦକ

0

ଭୁବନେଶ୍ୱର: ୨୦୨୩ ପାଇଁ ଘୋଷଣା ହେଲା ରାଜ୍ୟପାଳ ପୋଲିସ ପଦକ । ୨୦ଜଣ ପୋଲିସ ଅଧିକାରୀଙ୍କୁ ଏହି ସମ୍ମନଜନକ ପଦକ ମିଳିବ । ଏଥିରେ ୨ଜଣ ଆଇଜିଙ୍କୁ ରାଜ୍ୟପାଳ ପୋଲିସ ପଦକ ମିଳିବ ।

ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ ପଦକ ମିଳିବ । ଗଞ୍ଜାମ ଓ ସମ୍ବଲପୁର ଏସପିଙ୍କୁ ମଧ୍ୟ ଏହି ସମ୍ମାନଜନକ ପଦକ ମିଳିବାର ସୂଚନା ରହିଛି ।

Leave A Reply

Your email address will not be published.