ଇଡିରେ ହାଜର ହେଲେ ଆରଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବ

0

ନୂଆଦିଲ୍ଲୀ (ଆମ ଟିଭି):  ଇଡିରେ ହାଜର ହେଲେ ଆରଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବ । ପାଟନା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ପଚରାଉଚରା କରୁଛି ଇଡି । ଚାକିରୀ ପାଇଁ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କୁ ପଚରାଉଚରା କରୁଛି ତଦନ୍ତକାରୀ ସଂସ୍ଥା ।

ଏହା ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ଆରଜେଡି କର୍ମକର୍ତ୍ତାଙ୍କ ପ୍ରବଳ ଭିଡ଼ ଜମିଛି । ଲାଲୁଙ୍କୁ ସମନ ନେଇ ପ୍ରତିବାଦ କରିଛନ୍ତି ଆରଜେଡି କର୍ମକର୍ତ୍ତା ।

Leave A Reply

Your email address will not be published.