କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା: ହାଇକୋର୍ଟରେ ରାୟ ସଂରକ୍ଷିତ

0

କଟକ: କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା । ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ । କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି । ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି । ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା । ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ , ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ ଲଗାଇଥିଲେ । କନିଷ୍ଠ ଶିକ୍ଷକ ହୋଇଥିବା ଦୁର୍ନିତୀକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଯାହାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଥିଲେ ।

Leave A Reply

Your email address will not be published.