ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶିଷ୍ଟ ଶିଳ୍ପପତି ଅନନ୍ତ ଅମ୍ବାନୀ

0

ପୁରୀ (ଆମ ଟିଭି): ଶ୍ରୀକ୍ଷେତ୍ରରେ ଭାରତର ସବୁଠାରୁ ଧନୀ ବ୍ୟକ୍ତି ତଥା ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ । ଭୁବନେଶ୍ୱର ବିମାନବନ୍ଦରରୁ ଜେଡ୍ ପ୍ଲସ ସୁରକ୍ଷା ବଳୟରେ ପୁରୀରେ ପହଞ୍ଚି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି ଅନନ୍ତ ଅମ୍ବାନୀ ।

ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେ ୨ କୋଟି ୫୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଏହି ଦାନ ରାଶି ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.