ଭୁବନେଶ୍ୱର(ଆମ ଟିଭି): କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି।
ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର ପାଇଁ ଅଶୋକ ଦାସଙ୍କ ନାମ ଘୋଷଣା କରାଯାଇଛି।

Next Post
Recover your password.
A password will be e-mailed to you.