ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା; ବିଜୟ ପାଲ ସିଂ ତୋମାର

0

ଭୁବନେଶ୍ୱର (ଆମ ଟିଭି): ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ ବିଜେଡି ନେତା ଭାଜପାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟ ବିଜେପିର ବଳକା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ତୋମାର କହିଛନ୍ତି। ଏଥର ବିଜୟ ପାଲ ସିଂ ତୋମାର ଡବଲ୍‌ ଇଞ୍ଜିନ୍‌ ସରକାର ଗଠନ ହେବ ବୋଲି କହିଛନ୍ତି ।

Leave A Reply

Your email address will not be published.