ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କିଏ ପାଇଲା ଟିକେଟ

0

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ୍‌ ଦେଇଛି। ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ।

ବଡ଼ଚଣାରେ ସରପ୍ରାଇଜ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ବର୍ଷାଙ୍କ ପ୍ରାର୍ଥିତ୍ୱ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave A Reply

Your email address will not be published.