୨୪ ଘଣ୍ଟାରେ ଭିଜିବ ଓଡ଼ିଶା

0

ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାପମାତ୍ରା ହ୍ରାସ ଘଟିପାରେ।

Leave A Reply

Your email address will not be published.