ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ: ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଜାମିନ

0

ଭୁବନେଶ୍ୱର (ଆମ ଟିଭି):  ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ । ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଦୌରାଜଜଙ୍କ ପାଖରେ ଶୁଣାଣି ପରେ ମିଳିଛି ଅନ୍ତରୀଣ ଜାମିନ ।

ବୋଲଗଡ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଘଟଣାରେ ଜେଲରେ ଅଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ୨୦୨୪ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପି ଟିକେଟରେ ନିର୍ବାଚନ ଲଢି ବିଜୟୀ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮,୫୯୮ ଭୋଟରେ ପରାଜିତ କରିଥିଲେ ।

Leave A Reply

Your email address will not be published.