ମୋହନ ମାଝି ହେଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

0

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

Leave A Reply

Your email address will not be published.