ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା

0

ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ଭାବେ ଦ୍ୱିତୀୟଥର ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। କାମଚଳା ବାଚସ୍ପତି ଭତ୍ତ୍‌ୃହରି ମହାତାବ ତାଙ୍କ ନାଁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଓମ ବିର୍ଲାଙ୍କୁ ନିଜ ଆସନ ଯାଏ ନେଇ ଦାୟିତ୍ୱ ଗ୍ରହଣ କରାଇଛନ୍ତି।

Leave A Reply

Your email address will not be published.