ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

0

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ରତ୍ନଭଣ୍ଡାରର ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ପ୍ରତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଅନୁରୋଧ କରିଛନ୍ତି। ଭିତର ରତ୍ନଭଣ୍ଡାର ସ୍ଥିତି ଉଦବେଗଜନକ ଅଛି। ଆଗକୁ ବର୍ଷା ଋତୁ ଆସୁଥିବାରୁ ତୁରନ୍ତ ମରାମତିର ଆବଶ୍ୟକତା ଥିବା ଚିଠିରେ ଉଲ୍ଲେଖ କରିଛନ୍ତି ସେ।

Leave A Reply

Your email address will not be published.