State ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ By Ama Tv On Jul 20, 2024 0 Share ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। 0 Share FacebookTwitterWhatsApp