ୟୁପିଏସ୍‌ସି ଅଧ୍ୟକ୍ଷ ପଦରୁ ମନୋଜ ସୋନିଙ୍କ ଇସ୍ତଫା

0

ବ୍ୟକ୍ତିଗତ କାରଣ ଦର୍ଶାଇ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଅଧ୍ୟକ୍ଷ ପଦରୁ ମନୋଜ ସୋନି ଇସ୍ତଫା ଦେଇଛନ୍ତି। କାର୍ଯ୍ୟକାଳ ସରିବା ପୂର୍ବରୁ ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କୁ ପଠାଇଛନ୍ତି।

୨୦୨୯ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ରହିଥିଲା। ହେଲେ ମନୋଜ ଜୁନ ମାସ ଶେଷ ସପ୍ତାହରେ ଇସ୍ତଫା ଦେଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବର୍ତ୍ତମାନ ତାଙ୍କ ଇସ୍ତଫା ଗ୍ରହଣକୁ ନେଇ ସରକାରୀ ସୂଚନା ପ୍ରକାଶ ପାଇନାହିଁ।

Leave A Reply

Your email address will not be published.