ଭୁବନେଶ୍ୱର(ଆମ ଟିଭି): ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସ୍ପେଣ୍ଡ ହୋଇଛନ୍ତି। ରାଜେଶଙ୍କ ସସ୍ପେଣ୍ଡ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ହୋଇଛି।
ଭାରତୀୟ ପୋଲିସ ସେବା ଆଇନ୍ ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଛି। କ୍ୟାପିଟାଲ ଥାନା ଅଞ୍ଚଳରେ ଗତ ୨୭ରେ ଘଟିଥିବା ଘଟଣା ପାଇଁ ସସ୍ପେଣ୍ଡ କରାଯାଇଛି।