ଚନ୍ଦ୍ରଚୂଡଙ୍କୁ ମିଳିଲା ହତ୍ୟା ଧମକ

0

ସୁପ୍ରିମକୋର୍ଟଙ୍କ କୋଟା ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରି ଜଣେ ବ୍ୟକ୍ତି ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡଙ୍କୁ ହତ୍ୟା ଧମକ ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ସୋସିଆଲ ମିଡିଆରେ ଏକ ପୋଷ୍ଟ ଲେଖି ସିଜେଆଇଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଛନ୍ତି। ପୋଲିସ ଏହି ଘଟଣାରେ ମାମଲା ରୁଜୁ କରିଛି।

Leave A Reply

Your email address will not be published.