ଓଡିଶାକୁ କେନ୍ଦ୍ରର ବଡ ଉପହାର; ରେଳମନ୍ତ୍ରୀଙ୍କ ସୂଚନା ଆଦିବାସୀ ଓ ଆଂକାକ୍ଷୀ ଜିଲ୍ଲା ପାଇଁ ଓଡିଶା ପାଲଟିବ ବିକାଶର ମାଧ୍ୟମ

0

ନୂଆଦିଲ୍ଲୀ (ଆମ ଟିଭି ); ଓଡ଼ିଶାକୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ମୋଟ୍ ୮ଟି ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଛି। ଏହି ପ୍ରକଳ୍ପର ମୂଲ୍ୟ ୨୪,୬୫୭ କୋଟି ରହିଛି ।

ଯେଉଁଥିରେ ଓଡିଶାର ଗୁଣୁପୁର-ଥିରୁବାଲି ୭୩ କିଲୋମିଟର, ଜୁନାଗଡ-ନବରଙ୍ଗପୁର ୧୧୬ କି.ମି,ବାଦାମପାହାଡ-କେନ୍ଦୁଝରଗଡ ୮୨.୬ କିଲୋମିଟର, ବାଙ୍ଗିରିପୋଷୀ-ଗୋରୁ ମୋହିଷାଣି ୮୫.୬୦ କି.ମି, ମାଲକାନଗିରି-ଭଦ୍ରାଚଲମ ୧୭୩.୬୧ କି.ମି ଆଦି ନୂଆ ରେଳ ଲାଇନ୍ ହେବ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.