ପୁଅ ହତ୍ୟାକାରୀ ବାପାକୁ ଆଜୀବନ ଜେଲ୍‌

0

ପୁଅ ହତ୍ୟାକାରୀ ବାପାକୁ ମିଳିଛି ଆଜୀବନ କାରାଦଣ୍ଡାଦେଶ। ସୋମବାର ଅଭିଯୁକ୍ତ ଦାଶରଥୀ ଟୁଡୁଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ଵର ଏଡିଜେ ୨ କୋର୍ଟ। ୫ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୯ ମସିହା ମାର୍ଚ୍ଚ ୧୧ ତାରିଖରେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହିରେ ଘଟିଥିଲା ହତ୍ୟାକାଣ୍ଡ। ସାବତ ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲା ଦାଶରଥୀ।

Leave A Reply

Your email address will not be published.