ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ; ବଢିଲା ଭୟ

0

ନୂଆଦିଲ୍ଲୀ (ଆମ ଟିଭି): ଭାରତରେ ସାମ୍ନାକୁ ଆସିଲା ମଙ୍କିପକ୍ସର ପ୍ରଥମ ମାମଲା । ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଶରୀରରୁ କ୍ଲେଡ ୨ ଭାଇରସ ଠାବ ହୋଇଛି । ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ । ମକ୍ସିପକ୍ସ ଚିହ୍ନଟ ହୋଇଥିବା ଯୁବକ ଜଣଙ୍କ ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିବା ସୂଚନା ରହିଛି ।

ସେ ମକ୍ସିପକ୍ସରେ ଆକ୍ରାନ୍ତ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା । ତାଙ୍କୁ ଆଇସୋଲେସନରେ ରଖାଯିବା ସହ ଉକ୍ତ ବ୍ୟକ୍ତିଙ୍କ ଠାରୁ ରବିବାର ନମୁନା ସଂଗ୍ରହ କରାଯାଇଥିଲା । ଏବେ ତାଙ୍କ ରିପୋର୍ଟ ପିଜିଟିଭ ଆସିଛି ।

Leave A Reply

Your email address will not be published.