ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..

0

ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ରଘୁବର ଦାସ, ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି।

Leave A Reply

Your email address will not be published.