ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର

0

ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗେ ଦେବା ଲାଗି ପାକିସ୍ତାନ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ମିଳିଛି। ଏଥର ପାକିସ୍ତାନ ଏସସିଓ ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏହି ବୈଠ

Leave A Reply

Your email address will not be published.