ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି

0

ଭୁବନେଶ୍ୱର (ଆମ ଟିଭି): ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ।

ତାହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭାଗ ନେବେ ।

Leave A Reply

Your email address will not be published.