ରାଜଧାନୀରେ ବାଣଫୁଟା ମନା, କଟକଣା ଜାରିକଲେ ସରକାର

0

ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ମନା। ୨୦୨୫ ଜାନୁଆରୀ ୧ ଯାଏ କଟକଣା ଜାରି କରିଛନ୍ତି ସରକାର। ଅନ୍‌ଲାଇନ୍‌ ବିକ୍ରି ଉପରେ ମଧ୍ୟ କଟକଣା ଲଗାଇଛନ୍ତି ସରକାର।

ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢୁଥିବାରୁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

 

 

 

Leave A Reply

Your email address will not be published.