ମହାପ୍ରସାଦ ନାଁରେ ଖଜା ବିକ୍ରି ମନା; ଅରବିନ୍ଦ ପାଢୀ

0

ପୁରୀ (ଆମ ଟିଭି): ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକ୍ରି କଲେ ନିଆଯିବ କାଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । କହିଛନ୍ତି ବଡ ଦାଣ୍ଡରେ କିଛି ବ୍ୟବସାୟୀ ମହାପ୍ରସାଦ ନାମରେ ଖଜା ବିକ୍ରି କରୁଛନ୍ତି ।

ଏହା ସମ୍ପୁର୍ଣ ଭୁଲ । ଏଥିରୁ ବିରତ ରହିବାକୁ ପରାମର୍ଶ ଦେଇଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

Leave A Reply

Your email address will not be published.