ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ

0

ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି ।
ଇ-କେୱାଇସି ସରିବା ପରେ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ। ପୂର୍ବରୁ ମଧ୍ୟ ସରକାର ଇ-କେୱାଇସି କରିବା ପାଇଁ ସୂଚନା ଦେଇଥିଲେ ।

Leave A Reply

Your email address will not be published.