ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି

0

ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡିଛନ୍ତି। ମଙ୍ଗଳବାର ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଳିଛି। ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।

Leave A Reply

Your email address will not be published.