୨୫ ତାରିଖ ଯାଏଁ ଲାଗି ରହିବ ବର୍ଷା ସହ ଝଡ଼ ପବନ

0

ଟ୍ରାପ ଲାଇନ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏଁ ଲାଗି ରହିବ ବର୍ଷା ସହ ଝଡ଼ ପବନ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ୯ ଜିଲ୍ଲାକୁ ଘଡଘଡି ବିଜୁଳି ସହ କୁଆପଥର ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାଲେଶ୍ୱର , ଭଦ୍ରକ ,ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ,ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝର କୁ ସତର୍କ ସୂଚନା ରହିଥିବା ବେଳେ ଏହି ସମୟରେ ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ଦେଇଛି ବିଭାଗ ।

Leave A Reply

Your email address will not be published.