State ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ଉଠିବା ବେଳେ ଖସିପଡ଼ିଲେ ସେବାୟତ By Ama Tv On Feb 27, 2025 0 Share ମହାଶିବରାତ୍ରି ପାଇଁ ଲିଙ୍ଗରାଜ ପୀଠ ଚଳଚଞ୍ଚଳ ଥିବା ବେଳେ ମହାଦୀପ ଉଠିବା ସମୟରେ ଘଟିଛି ଅଘଟଣ। ମନ୍ଦିର ଚୂଡ଼ାକୁ ଚଢୁଥିବା ବେଳେ ସେବାୟତ ଖସିପଡିଥିବା ସୂଚନା ମିଳିଛି। ଖସିପଡ଼ି ସେବାୟତ ଆହତ ହୋଇଛନ୍ତି। 0 Share FacebookTwitterWhatsApp