ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ସାଂସଦ ମୁନା ଖାନ୍‌

0

ଭୁବନେଶ୍ୱରରେ ପହଞ୍ଚି ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ବିଜେଡି ରାଜ୍ୟସଭା ସାଂସଦ ମୁନ୍ନା ଖାନ୍‌ । ଦଳରେ ଦୋମୁହାଁ ନୀତି ଚଳିବ ନାହିଁ । ଯାହାର ଯିବାର ଅଛି ସେ ବିଜେପିକୁ ପଳାନ୍ତୁ । ସସ୍ମିତ ପାତ୍ର କାହିଁକି ଏମିତି କଲେ ଆମକୁ କହି ନାହାନ୍ତି । ମୋର ବିଶ୍ବାସ ନବୀନ ବାବୁ ତାଙ୍କୁ କହି ନ ଥିବେ । ମୁଁ ସିଧାଯାଇ ଦଳର ସଭାପତି ନବୀନ ବାବୁଙ୍କୁ ସବୁ ଜଣାଇବି ବୋଲି ମୁନ୍ନା ଖାନ୍ ଭୁବନେଶ୍ୱରରେ ପହଞ୍ଚିବା ପରେ କହିଛନ୍ତି ।

Leave A Reply

Your email address will not be published.