ଏହି ଦିନଠୁ ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ

0

ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ସେ ସୂଚନା ଦେଇଛନ୍ତି। ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି ହୋଇଯିବ। ପରିଚାଳନା କମିଟି ପରେ ହୁଣ୍ଡି ଉଠାଇବା ନିଷ୍ପତ୍ତି ଅନୁମୋଦିତ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ ସରକାରଙ୍କ ଅନୁମତି ପରେ ହୁଣ୍ଡି ସିଫ୍ଟ ହେବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.